Könyv Hamsaduta Rupa Goswami

Hamsaduta

Nyelv: Orija
Kötés: Puha kötésű
Elérhetőség: Beszállítói készleten
Küldés 14-21 napon belül
5 575 Ft
'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ...

Információk a könyvről

Nyelv
Orija
Kötés
Könyv - Puha kötésű
Kiadva
2024
oldal
118
EAN
9781645605294
ISBN
1645605299
Enbook ID
45290264
Súly
160
Méretek
140 x 216 x 7

Teljes leírás

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍ôଥବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା ।

              ରୂପ ଗୋସ୍ୱାମୀଙ୍କର 'ହଂସଦୂତ' ସେହି ପ୍ରେମକାବ୍ୟର ଗୋଟିଏ ଶ୍ରେଷ୍ଠ ନିଦର୍ଶନ । ଉଲ୍ଲିଖିତ ଦୂତକାବ୍ୟଗୁଡ଼ିକ ମଧ୍ୟରେ 'ହଂସଦୂତ' ବେଶ୍ ସୁନାମ ଅର୍ଜନ କରିଛି । 'ହଂସଦୂତ'ର ରଚନାକାର ରୂପଗୋସ୍ୱାମୀ ଚୈତନ୍ୟ ମହାପ୍ରଭୁଙ୍କର ପରମ ଅନୁଯାୟୀ ସନାତନ ଗୋସ୍ୱାମୀଙ୍କର ଅନୁଜ । ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଷଡ଼ ଗୋସ୍ୱାମୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ରୂପ ଗୋସ୍ୱାମୀ ।

Azok a vásárlók, akik ezt a könyvet megvásárolták, a következőket is megvásárolták

5 211 Ft
8 042 Ft

Graphene Oxide

Ganesh Shamrao Kamble
44 316 Ft

Die Soldaten

Jakob M. R. Lenz
935 Ft
2 978 Ft

Teuflische Verträge

Karin Schäfer
4 217 Ft

Career Game

Louise Mensch
9 883 Ft

Neuropsychology

Gerald Goldstein
82 215 Ft