Könyv Tini Ostad Pratibha Ray

Tini Ostad

Szerző: Pratibha Ray
Nyelv: Orija
Kötés: Puha kötésű
Elérhetőség: Beszállítói készleten
Küldés 9-15 napon belül
4 020 Ft
ସ୍କୁଲରେ ପାଠ ପଢୁଥିବା ତିନିଟି ଭାଇଭଉଣୀଙ୍କର ଦୁଃସାହସିକ କୌତୂହଳର କାହାଣୀ ହେଉଛି 'ତିନି ଓସ୍ତାଦ୍‌' । ଓଲ୍‌ଟୁ, ପାଲ୍...

Információk a könyvről

Szerző
Nyelv
Orija
Kötés
Könyv - Puha kötésű
Kiadva
2021
oldal
122
EAN
9781645602088
ISBN
1645602087
Enbook ID
36997154
Súly
150
Méretek
140 x 216 x 7

Teljes leírás

ସ୍କୁଲରେ ପାଠ ପଢୁଥିବା ତିନିଟି ଭାଇଭଉଣୀଙ୍କର ଦୁଃସାହସିକ କୌତୂହଳର କାହାଣୀ ହେଉଛି 'ତିନି ଓସ୍ତାଦ୍‌' । ଓଲ୍‌ଟୁ, ପାଲ୍‌ଟୁ ଓ ଢୋଲ୍‌କି ସ୍କୁଲ୍‌ବ୍ୟାଗ୍ ଧରି ପାଠପଢ଼ିବା ଆଳରେ ବଣଭୋଜି କରିବାକୁ ଚାଲିଯାଆନ୍ତି ପାଖ ଜଙ୍ଗଲକୁ । ସେଠାରେ ଭାତ, ଡାଲି, ପରିବା ସିଝାଇ ଅଲଣା ଖେଚୁଡ଼ି ରାନ୍ଧି ମହାଖୁସି । ଭୋକିଲା ପେଟରେ ତିନିଟି ପତରରେ ଖେଚୁଡ଼ି ବାଢ଼ି ଖାଇବସିଲାବେଳକୁ ଭୋକିଲା କୁକୁର ଛୁଆଟିଏ କୁଁ କୁଁ ହୋଇ ପାଖରେ ପହଞ୍ଚେ । ସ୍ନେହରେ, ଦୟାରେ ନିଜ ପତରରୁ ଖାଦ୍ୟ ନେଇ ଆଉ ଗୋଟିଏ ପତ୍ର ବାଢ଼ନ୍ତି କୁକୁରଛୁଆ ପାଇଁ । ହାଲିଆ ହୋଇ ଶୋଇପଡ଼ନ୍ତି । ନିଦ ଭାଙ୍ଗିଲାବେଳକୁ ଜଙ୍ଗଲ ଭିତର କିଟ୍‌କିଟ୍ ଅନ୍ଧାର ରାତି । କେମିତି ଘରକୁ ଫେରିବେ? କୁକୁରଟି ବାଟ କଢ଼ାଏ । ସ୍ନେହର ମୂଲ୍ୟ ସେ ବୁଝେ । ସକାଳ ପାହିଲାବେଳକୁ ସେମାନେ ପହଞ୍ଚନ୍ତି ଏକ ଅଜଣା ସହରରେ ।କାରଣ କୁକୁରଟି ସେମାନଙ୍କୁ ବିରୀତ ଦିଗରେ ବାଟ କଢ଼ାଇଥିଲା, ଅନ୍ୟ ଦିଗରେ ବାଘ ମାତିଛି ବୋଲି । ଏଇଠାରୁ ଆରମ୍ଭ ହୁଏ ତିନି ଭାଇଭଉଣୀ ଓ କୁକୁର ବାହାଦୁର୍‌ର ଦୁଃସାହସିକ ଯାତ୍ରା । ଡକାୟତ ଆଡ୍‌ଡ଼ା, ସମୁଦ୍ର ଯାତ୍ରା ଏବଂ ଏକ ଅଜଣା ଦ୍ୱୀପରେ ପହଞ୍ଚିଚ ମଣିଷଖିଆ ମଣିଷଙ୍କୁ ଭେଟି କିରି ବିଭିନ୍ନ ସମସ୍ୟାର ସମାଧାନ କରିଛନ୍ତି ତାରି ବର୍ଣ୍ଣନା କାହାଣୀଟିକୁ କରିଛି ଅତ୍ୟନ୍ତ ରୋମାଞ୍ଚକର ଓ ଶିଶୁ ମନଲୋଭା । ସେହି ଦ୍ୱୀପର ମଣିଷମାନଙ୍କୁ ସେମାନେ ଶିକ୍ଷିତ କରିଛନ୍ତି । ନୂଆ ସମାଜଟିଏ ଗଢ଼ିଉଠିଛି । ଫଳ ଫୁଲରେ ଭରା ଦ୍ୱୀପଟିର ନାମ ଦେଇଛନ୍ତି 'ସବୁଜ ଦ୍ୱୀପ' । ଶେଷରେ ବାହାଦୁରର ଦୁଃସାହସ ଓ ବୁଦ୍ଧି ପାଇଁ ଗୋଟିଏ ଜାହଜ ସବୁଜ ଦ୍ୱୀପ ନିକଟରେ ପହଞ୍ଚିଛି । ସେମାନେ ଗୋଟାଏ ବନ୍ଧୁଦ୍ୱୀପରୁ ବିଦାୟ ନେଇ ଫେରିଛନ୍ତି ନିଜ ଦେଶକୁ । ସେମାନଙ୍କୁ ନିମନ୍ତ୍ରଣ କରିଛନ୍ତି ତାଙ୍କ ଦେଶକୁ ଆ ଏହି ପୁସ୍ତିକାରେ ଅଛି ଦେଶପ୍ରେମ, ପ୍ରକୃତିପ୍ରେମ, ପଶୁପ୍ରେମ-ଜୀବେଦୟା, ମଣିଷ ପ୍ରତି ବିଶ୍ୱାସ, ସାକ୍ଷରତା ଅଭିଯାନ ଏବଂ ଜ୍ଞାନବିଜ୍ଞାନର ସରଳ କାହାଣୀ ।

Érdekelheti

5 445 Ft

Sunnyslope

Reba Wells Grandrud
7 430 Ft
6 820 Ft

Inferno

Dan Brown
6 041 Ft

Saracens

Edward Gibbon
9 720 Ft

Oria's Rippin Adventure

ROMAN SUD MONTAGUEO
4 575 Ft

Píseň stínů

John Connolly
3 482 Ft

Pach krve

František Niedl
3 953 Ft

Nightmarch

Alpa Shah
11 297 Ft

Azok a vásárlók, akik ezt a könyvet megvásárolták, a következőket is megvásárolták

2 160 Ft

Jesús es bautizado por Juan

XACT STUDIO INTERNATIONAL
1 636 Ft
6 310 Ft

Ať myši nepláčou

Magda Váňová
4 902 Ft

Neuroanatomie des Menschen

Stefan Huggenberger
13 757 Ft
12 776 Ft
6 153 Ft

Fantastic Manga Girls

Angelika Schulte
4 535 Ft

Beyond Anxiety

Martha Beck
6 113 Ft